ତାଜା ଖବର
  • ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ: ଜଗତସିଂହପୁରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ
  • ବିଷମକଟକ ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ଟି ଘରୋଇ ଯାତ୍ରୀବାହୀ ବସ୍‌
  • ରାଜ୍ୟରେ ଅପରାହ୍‌ଣ ୩ ସୁଦ୍ଧା ୪୯.୭୭% ମତଦାନ: ବାଲେଶ୍ବରରେ ସର୍ବାଧିକ, ଭଦ୍ରକରେ ସର୍ବନିମ୍ନ ଭୋଟିଂ
  • ଅପରାହ୍ନ ୧ଟା ସୁଦ୍ଧା ଦେଶରେ ୪୦.୦୯ ପ୍ରତିଶତ ମତଦାନ, ଓଡିଶାରେ ଅପରାହ୍ନ ୧ଟା ସୁଦ୍ଧା ୩୭ ୬୪ ପ୍ରତିଶତ ମତଦାନ
  • ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶା ଭୋଟରଙ୍କୁ ଓଡ଼ିଆରେ ଅପିଲ୍ କଲେ ପ୍ରଧାନମନ୍ତ୍ରୀ, ରାଜ୍ୟର ଭୋଟରଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଫଟୋ ଗ୍ୟାଲେରି

ରାଶିଫଳ

ବହୁ ଚର୍ଚ୍ଚିତ ଖବର

ଓଡ଼ିଶାର ସର୍ବାଧିକ ପ୍ରସାରିତ ଦୈନିକ ‘ସମ୍ବାଦ’ର ପ୍ରକାଶନ ଆରମ୍ଭ ହୋଇଥିଲା ୧୯୮୪ ମସିହାରେ । ‘ସମ୍ବାଦ’ର ନଅଟି ସଂସ୍କରଣ ଓଡ଼ିଶାର କୋଣଅନୁକୋଣର ଘଟଣା ପ୍ରବାହକୁ ନିଜ ପୃଷ୍ଠାରେ ସ୍ଥାନିତ କରି ପାଠକଙ୍କ ପ୍ରଥମ ପସନ୍ଦ ରୂପେ ପରିଗଣିତ ହେଉଛି । ଖବର ପରିବେଷଣ ଓ ମୁଦ୍ରଣ ପ୍ରଯୁକ୍ତିରେ ବୈପ୍ଲବିକ ପରିବର୍ତନ ଆଣିଥିବା ‘ସମ୍ବାଦ’ ପାଲଟିଛି ୭୦ ଲକ୍ଷ ପାଠକଙ୍କ ପ୍ରିୟ ଦୈନିକ। ପ୍ରଥମ ଥର ଲାଗି ପ୍ରାତଃ ସଂସ୍କରଣ, ରଙ୍ଗିନ ପତ୍ରିକା ଓ ଆଞ୍ଚଳିକ ସଂସ୍କରଣ ଭଳି ଆଧୁନିକ ତଥା ଯୁଗୋପଯୋଗୀ ଚିନ୍ତାଧାରାକୁ ଓଡ଼ିଶାରେ ପ୍ରବର୍ତନ କରିଥିବା ‘ସମ୍ବାଦ’ ଏବେ ଡିଜିଟାଲ୍‌ ମିଡିଆରେ ପ୍ରବେଶ କରିଛି। ମୋବାଇଲ୍‌, ଟାବ୍‌ଲେଟ୍‌ ଓ ବିବିଧ କମ୍ପ୍ୟୁଟର୍‌ରେ ଇଣ୍ଟରନେଟ୍‌ ବ୍ୟବହାରକାରୀ ତଥା ନୂଆପିଢ଼ିର ପାଠକଙ୍କୁ ଏବେ ତାଜା ଖବର ଯୋଗାଇଦେବ ‘ସମ୍ବାଦ’ର ଏହି ୱେବ୍‌ପୋର୍ଟାଲ୍‌।